
ଭୁବନେଶ୍ୱର, ୦୪ ନଭେମ୍ବର (ହି.ସ)- ଓଡ଼ିଶା ମାନବାଧିକାର ଆୟୋଗ (ଓଏଚଆରସି)ର ଅଧ୍ୟକ୍ଷ ଜଷ୍ଟିସ୍ ଶତ୍ରୁଘ୍ନ ପୂଜାହାରୀ ବୁଧବାର ଲୋକଭବନଠାରେ ଓଡ଼ିଶାର ରାଜ୍ୟପାଳ ବ୍ରଜମୋହନ ରାମ ଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।
ଏହି ସାକ୍ଷାତକାର ଅବସରରେ ମାନବାଧିକାର ଆୟୋଗର ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା