ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : କଟକ ଜିଲ୍ଲାର ମାହାଙ୍ଗାରେ ସର୍ବାଧିକ ୫୫.୦ ବର୍ଷା ରେକର୍ଡ଼
ଭୁବନେଶ୍ୱର, ୫ ନଭେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କଟକ ଜିଲ୍ଲାର ମାହାଙ୍ଗାରେ ସର୍ବାଧିକ ୫୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ବରଗଡ଼ ଜିଲ୍ଲାର ଝାରବନ୍ଧରେ ୫୪.୦ ମି.ମି., ଜଗତସିଂହପୁର ଜିଲ୍ଲାର କୁଜଙ୍ଗରେ ୪୯.୦ ମି
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା  କଟକ ଜିଲ୍ଲାର ମାହାଙ୍ଗାରେ ସର୍ବାଧିକ ୫୫.୦ ବର୍ଷା ରେକର୍ଡ଼


ଭୁବନେଶ୍ୱର, ୫ ନଭେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କଟକ ଜିଲ୍ଲାର ମାହାଙ୍ଗାରେ ସର୍ବାଧିକ ୫୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ବରଗଡ଼ ଜିଲ୍ଲାର ଝାରବନ୍ଧରେ ୫୪.୦ ମି.ମି., ଜଗତସିଂହପୁର ଜିଲ୍ଲାର କୁଜଙ୍ଗରେ ୪୯.୦ ମି.ମି., ବାଲିକୁଦାରେ ୪୭.୦ ମି.ମି., ଢ଼େଙ୍କାନାଳ ଜିଲ୍ଲାର ଭୁବନରେ ୪୩.୦ ମି.ମି., ବରଗଡ଼ ଜିଲ୍ଲାର ବିଜେପୁରରେ ୩୮.୦ ମି.ମି., ସୋନପୁର ଜିଲ୍ଲାର ବିନିକାରେ ୩୩.୦ ମି.ମି., ବରଗଡ଼ ଜିଲ୍ଲାର ବରପାଲିରେ ୩୧.୦ ମି.ମି., ପୁରୀ ଜିଲ୍ଲାର କାକଟପୁରରେ ୨୪.୦ ମି.ମି., କେନ୍ଦୁଝର ଜିଲ୍ଲାର ଘସିପୁରାରେ ୨୩.୩ ମି.ମି., ଦେବଗଡ଼ ଜିଲ୍ଲାର ରିଆମାଳରେ ୨୦.୮ ମି.ମି., କେନ୍ଦୁଝର ଜିଲ୍ଲାର ଦୈତାରିରେ ୧୯.୮ ମି.ମି. ଏବଂ କଟକ ଜିଲ୍ଲାର କଟକରେ ୧୮.୮ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande