ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଓରେରା ଅଧ୍ୟକ୍ଷ
ଭୁବନେଶ୍ୱର,୦୫ ନଭେମ୍ବର (ହି.ସ.) - ଓଡ଼ିଶା ରିଅଲ୍ ଇଷ୍ଟେଟ୍ ନିୟାମକ ପ୍ରାଧିକରଣ (ଓରେରା)ର ଅଧ୍ୟକ୍ଷ ଅସିତ କୁମାର ମହାପାତ୍ର ଗୁରୁବାର ଲୋକଭବନଠାରେ ଓଡ଼ିଶାରରାଜ୍ୟପାଳ ବ୍ରଜମୋହନ ରାମଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାର ଅବସରରେ ଉଭୟଙ୍କ ମଧ୍ୟରେ ସୌହାର୍ଦ୍ଦ୍ୟପୂର୍ଣ୍ଣ ଆଲୋଚନା
fhj


ଭୁବନେଶ୍ୱର,୦୫ ନଭେମ୍ବର (ହି.ସ.) - ଓଡ଼ିଶା ରିଅଲ୍ ଇଷ୍ଟେଟ୍ ନିୟାମକ ପ୍ରାଧିକରଣ (ଓରେରା)ର ଅଧ୍ୟକ୍ଷ ଅସିତ କୁମାର ମହାପାତ୍ର ଗୁରୁବାର ଲୋକଭବନଠାରେ ଓଡ଼ିଶାରରାଜ୍ୟପାଳ ବ୍ରଜମୋହନ ରାମଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାର ଅବସରରେ ଉଭୟଙ୍କ ମଧ୍ୟରେ ସୌହାର୍ଦ୍ଦ୍ୟପୂର୍ଣ୍ଣ ଆଲୋଚନା ହୋଇଥିଲା।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande