ଗଂଜାମର ୨ ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା
ଭୁବନେଶ୍ୱର , ୦୬ ନଭେମ୍ବର (ହି.ସ.) - ଗଞ୍ଜାମ ଜିଲ୍ଲା ଗଞ୍ଜାମ ତହସିଲର ମନୋରଞ୍ଜନ ଦାସ (୩୦) ଓ ତୋଫାନ ଦାସ (୨୬), ( ପିତା- ନିରଞ୍ଜନ ଦାସ)ଙ୍କ ଦୁଃଖଦ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇ
cm


ଭୁବନେଶ୍ୱର , ୦୬ ନଭେମ୍ବର (ହି.ସ.) - ଗଞ୍ଜାମ ଜିଲ୍ଲା ଗଞ୍ଜାମ ତହସିଲର ମନୋରଞ୍ଜନ ଦାସ (୩୦) ଓ ତୋଫାନ ଦାସ (୨୬), ( ପିତା- ନିରଞ୍ଜନ ଦାସ)ଙ୍କ ଦୁଃଖଦ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି।

ଏଥିସହ ମୃତକ ଦ୍ୱୟଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କା ଲେଖାଏଁ ଆର୍ôଥକ ସହାୟତା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ମାଧ୍ୟମରେ ଏହି ସୂଚନା ଦିଆଯାଇଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande