ଧନତେରସ ଅବସରରେ ଦେଶବାସୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୁଭେଚ୍ଛା
ଭୁବନେଶ୍ୱର:, 06 ନଭେମ୍ବର (ହି.ସ.) ପବିତ୍ର ଧନତେରସ ପର୍ବ ଅବସରରେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତିପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶ୍ରୀ ପ୍ରଧାନ ସାମାଜିକ ଗଣମାଧ୍ୟମ ''ଏକ୍ସ''ରେ ନିଜର ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି ଯେ, ପବ
ଧନତେରସ ଅବସରରେ ଦେଶବାସୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୁଭେଚ୍ଛା


ଭୁବନେଶ୍ୱର:, 06 ନଭେମ୍ବର (ହି.ସ.) ପବିତ୍ର ଧନତେରସ ପର୍ବ ଅବସରରେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ

ଶୁଭକାମନା ଜଣାଇଛନ୍ତିପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ ସାମାଜିକ ଗଣମାଧ୍ୟମ 'ଏକ୍ସ'ରେ ନିଜର ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି ଯେ, ପବିତ୍ର ଧନତେରସ ଅବସରରେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ।

ଭଗବାନ ଧନ୍ୱନ୍ତରୀଙ୍କ ଅପାର କୃପାରୁ ସମସ୍ତଙ୍କ ଜୀବନରେ ଉତ୍ତମ ସ୍ୱାସ୍ଥ୍ୟ, ସୁଖ, ସମୃଦ୍ଧି ଓ ଖୁସି ବଜାୟ ରହୁ ବୋଲି ସେ ପ୍ରାର୍ଥନା

କରିଛନ୍ତି।

ଏହି ପବିତ୍ର ପର୍ବ ସମସ୍ତଙ୍କ ଜୀବନରେ ନୂତନ ଆଶା, ଆନନ୍ଦ ଓ ସୌଭାଗ୍ୟ ଭରିଦେଉ

ବୋଲି ଧର୍ମେନ୍ଦ୍ର ପ୍ରଧାନ ଶୁଭକାମନା ଜଣାଇଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande