ପଣ୍ଡିତ ନୀଳକଣ୍ଠ ଦାସଙ୍କ ପୁଣ୍ୟତିଥିରେ ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓଙ୍କ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର, 06 ନଭେମ୍ବର (ହି.ସ.): ଓଡ଼ିଶାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସାହିତ୍ୟିକ ତଥା ସତ୍ୟବାଦୀ ବନବିଦ୍ୟାଳୟର ଅନ୍ୟତମ ପ୍ରତିଷ୍ଠାତା ପଣ୍ଡିତ ନୀଳକଣ୍ଠ ଦାସଙ୍କ ପୁଣ୍ୟତିଥି ଅବସରରେ ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ ତାଙ୍କ ପ୍ରତି ଭକ୍ତିପୂତ ଶ୍ରଦ୍ଧାଞ୍ଜ
ପଣ୍ଡିତ ନୀଳକଣ୍ଠ ଦାସଙ୍କ ପୁଣ୍ୟତିଥିରେ     ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓଙ୍କ ଶ୍ରଦ୍ଧାଞ୍ଜଳି


ଭୁବନେଶ୍ୱର, 06 ନଭେମ୍ବର (ହି.ସ.): ଓଡ଼ିଶାର ବିଶିଷ୍ଟ

ସ୍ୱାଧୀନତା ସଂଗ୍ରାମୀ, ସାହିତ୍ୟିକ ତଥା ସତ୍ୟବାଦୀ ବନବିଦ୍ୟାଳୟର ଅନ୍ୟତମ ପ୍ରତିଷ୍ଠାତା ପଣ୍ଡିତ

ନୀଳକଣ୍ଠ ଦାସଙ୍କ ପୁଣ୍ୟତିଥି ଅବସରରେ ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ ତାଙ୍କ ପ୍ରତି ଭକ୍ତିପୂତ

ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ

ସାମାଜିକ ଗଣମାଧ୍ୟମରେ ନିଜର ଶ୍ରଦ୍ଧାଞ୍ଜଳି ବାର୍ତ୍ତାରେ କହିଛନ୍ତି ଯେ, ଓଡ଼ିଶାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସାହିତ୍ୟିକ ତଥା ସତ୍ୟବାଦୀ ବନବିଦ୍ୟାଳୟର ଅନ୍ୟତମ ସୂତ୍ରଧର ପଣ୍ଡିତ

ନୀଳକଣ୍ଠ ଦାସଙ୍କ ପୁଣ୍ୟତିଥି ଅବସରରେ ତାଙ୍କ ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ

ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande