
ଭୁବନେଶ୍ୱର , ୦୭ ନଭେମ୍ବର (ହି.ସ.) - ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଶନିବାର ଲୋକଭବନଠାରେ ଓଡ଼ିଶାର ରାଜ୍ୟପାଳ ବ୍ରଜମୋହନ ରାମଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଉଭୟଙ୍କ ମଧ୍ୟରେ ସୌହାର୍ଦ୍ଦ୍ୟପୂର୍ଣ୍ଣ ଭାବ ବିନିମୟ ହୋଇଥିଲା।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା