
ଭୁବନେଶ୍ୱର, ୦୭ ନଭେମ୍ବର (ହି.ସ)- କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ପଣ୍ଡା ଶନିବାର ଦିନ ରାଜ୍ୟପାଳ ବ୍ରଜମୋହନ ରାମଙ୍କୁ ଲୋକ ଭବନ ଠାରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ସାଂସଦଙ୍କ ଧର୍ମପତ୍ନୀ ଜାଗି ମଙ୍ଗତ ପଣ୍ଡା ମଧ୍ୟ ଉପସ୍ଥିତ ଥିଲେ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା