
ଭୁବନେଶ୍ୱର, ୭ ନଭେମ୍ବର (ହି.ସ.)- ଶନିବାର ଭୋର୍ ସମୟରେ ସୁନ୍ଦରଗଡ଼ ଜିଲ୍ଲାର ରାଉରକେଲାରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ