
ଭୁବନେଶ୍ୱର, ୭ ନଭେମ୍ବର (ହି.ସ.)- ଆଗାମୀ ୭ ଦିନ ପର୍ଯ୍ୟନ୍ତ ଅର୍ଥାତ୍ ୭ ତାରିଖ ସକାଳ ଠାରୁ ଆସନ୍ତା ୧୪ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ