ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ଗଜପତି ଜିଲ୍ଲାର ଆର.ଉଦୟଗିରିରେ ସର୍ବାଧିକ ୧୮.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୭ ନଭେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଗଜପତି ଜିଲ୍ଲାର ଆର.ଉଦୟଗିରିରେ ସର୍ବାଧିକ ୧୮.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ପୁରୀ ଜିଲ୍ଲାର କୃଷ୍ଣପ୍ରସାଦରେ ୧୨.୦ ମି.ମି., ଗଜପତି ଜିଲ୍ଲାର ଗୁମ୍ମାରେ ୧୦.୦
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା  ଗଜପତି ଜିଲ୍ଲାର ଆର.ଉଦୟଗିରିରେ ସର୍ବାଧିକ ୧୮.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୭ ନଭେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଗଜପତି ଜିଲ୍ଲାର ଆର.ଉଦୟଗିରିରେ ସର୍ବାଧିକ ୧୮.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ପୁରୀ ଜିଲ୍ଲାର କୃଷ୍ଣପ୍ରସାଦରେ ୧୨.୦ ମି.ମି., ଗଜପତି ଜିଲ୍ଲାର ଗୁମ୍ମାରେ ୧୦.୦ ମି.ମି., ଗଞ୍ଜାମ ଜିଲ୍ଲାର ଆସିକାରେ ୫.୨ ମି.ମି., କୋରାପୁଟ ଜିଲ୍ଲାର ବନ୍ଧୁଗାଁରେ ୪.୦ ମି.ମି., ପଟ୍ଟାଙ୍ଗିରେ ୩,୪ ମି.ମି., ଗଜପତି ଜିଲ୍ଲାର ନୂଆଗଡ଼ରେ ୨.୪ ମି.ମି., କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡ଼ିରେ ୨.୦ ମି.ମି. ଏବଂ ଗଜପତି ଜିଲ୍ଲାର ମହେନ୍ଦ୍ରଗଡ଼ରେ ୧.୮ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande