ସ୍ୱାଧୀନତା ସଂଗ୍ରାମୀ ବିପିନ ଚନ୍ଦ୍ର ପାଲଙ୍କ ଜୟନ୍ତୀରେ ତାଙ୍କୁ ପ୍ରଣାମ କଲେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 07 ନଭେମ୍ବର (ହି.ସ.)- ସ୍ୱାଧୀନତା ସଂଗ୍ରାମୀ ବିପିନ ଚନ୍ଦ୍ର ପାଲଙ୍କ ଜୟନ୍ତୀରେ ତାଙ୍କୁ ପ୍ରଣାମ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବାର୍ତ୍ତା ଜା
ମୁଖ୍ୟମନ୍ତ୍ରୀ ମୋହନ ମାଝୀ


ଭୁବନେଶ୍ୱର, 07 ନଭେମ୍ବର (ହି.ସ.)- ସ୍ୱାଧୀନତା ସଂଗ୍ରାମୀ ବିପିନ ଚନ୍ଦ୍ର ପାଲଙ୍କ

ଜୟନ୍ତୀରେ ତାଙ୍କୁ ପ୍ରଣାମ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ

ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ବିଶିଷ୍ଟ

ସ୍ୱାଧୀନତା ସଂଗ୍ରାମୀ ବିପିନ ଚନ୍ଦ୍ର ପାଲଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ।

ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ କହିଛନ୍ତି ଯେ, ମହାନ ସ୍ୱାଧୀନତା

ସଂଗ୍ରାମୀ, ତେଜସ୍ୱୀ ବକ୍ତା ତଥା ସ୍ୱଦେଶୀ ଆନ୍ଦୋଳନର ପୁରୋଧା ବିପିନ ଚନ୍ଦ୍ର

ପାଲଙ୍କ ଜନ୍ମ ଜୟନ୍ତୀ ଅବସରରେ ତାଙ୍କ ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି

ଅର୍ପଣ କରୁଅଛି। ତାଙ୍କର ତ୍ୟାଗ, ଆଦର୍ଶ ଓ ଜାତୀୟତାବାଦୀ

ଚିନ୍ତାଧାରା ଆମ ସମସ୍ତଙ୍କ ପାଇଁ ସଦାସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande