ସିଭି ରମଣଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ପ୍ରଭାତି ପରିଡା
ଭୁବନେଶ୍ୱର, 07 ନଭେମ୍ବର (ହି.ସ.)- ସିଭି ରମଣଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଜନ୍ମ ଜୟନ୍ତୀ ଅବସରରେ ମହାନ ବୈଜ୍ଞାନିକ ତଥା ନୋବେଲ ପୁରସ୍କାର ବିଜେତା ସାର୍ ସି.ଭି.
ପ୍ରଭାତୀ ପରିଡା


ଭୁବନେଶ୍ୱର, 07 ନଭେମ୍ବର (ହି.ସ.)- ସିଭି ରମଣଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି

ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି

ଯେ, ଜନ୍ମ ଜୟନ୍ତୀ ଅବସରରେ ମହାନ ବୈଜ୍ଞାନିକ ତଥା ନୋବେଲ ପୁରସ୍କାର ବିଜେତା ସାର୍ ସି.ଭି.

ରମଣଜୀଙ୍କୁ ଶ୍ରଦ୍ଧାପୂର୍ବକ ସ୍ମରଣ କରୁଛି। ବିଜ୍ଞାନ କ୍ଷେତ୍ରରେ ତାଙ୍କର ଅସାଧାରଣ ଅବଦାନ

ପିଢ଼ି ପରେ ପିଢ଼ିକୁ ଆଜି ମଧ୍ୟ ପ୍ରେରଣା ଯୋଗାଇ ଆସୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande