ଲାଲକୃଷ୍ଣ ଆଡଭାନୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 08 ନଭେମ୍ବର (ହି.ସ.)- ଲାଲକୃଷ୍ଣ ଆଡଭାନୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତାଙ୍କର ଆଜୀବନ ସମର୍ପଣ ଏବଂ ନିଜ ଆଦର୍ଶ ପ୍ରତି ଅତୁଟ ପ୍ରତିବଦ୍ଧତା ପିଢ଼ି ପରେ ପିଢ଼ିକୁ ପ୍ରେରଣା ଦେଉଥିବ ବୋଲି କହିଛନ୍ତି ମୁଖ୍ୟମନ
ଲାଲକୃଷ୍ଣ ଆଡଭାନୀଙ୍କୁ     ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 08 ନଭେମ୍ବର (ହି.ସ.)- ଲାଲକୃଷ୍ଣ

ଆଡଭାନୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତାଙ୍କର ଆଜୀବନ

ସମର୍ପଣ ଏବଂ ନିଜ ଆଦର୍ଶ ପ୍ରତି ଅତୁଟ ପ୍ରତିବଦ୍ଧତା ପିଢ଼ି ପରେ ପିଢ଼ିକୁ ପ୍ରେରଣା ଦେଉଥିବ

ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଏକ୍ସ ହ୍ୟାଣ୍ଡେଲରେ ଏକ

ବାର୍ତ୍ତା ଜାରି କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ଶ୍ରୀ ଲାଲକୃଷ୍ଣ ଆଡଭାଣୀ

ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା। ଦେଶ ପ୍ରତି ଆପଣଙ୍କର ଆଜୀବନ ସମର୍ପଣ ଏବଂ ନିଜ

ଆଦର୍ଶ ପ୍ରତି ଅତୁଟ ପ୍ରତିବଦ୍ଧତା ପିଢ଼ି ପରେ ପିଢ଼ିକୁ ପ୍ରେରଣା ଯୋଗାଇ ଆସୁଛି। ଆପଣଙ୍କ ଜୀବନ

ଓ ଅବଦାନ ସର୍ବଦା ଅପାର ପ୍ରେରଣାର ଉତ୍ସ ହୋଇ ରହିବ। ମହାପ୍ରଭୁ ଶ୍ରୀଜଗନ୍ନାଥ ଆପଣଙ୍କୁ ଉତ୍ତମ

ସ୍ୱାସ୍ଥ୍ୟ, ସୁଖ, ସମୃଦ୍ଧି ଓ ଦୀର୍ଘାୟୁ ପ୍ରଦାନ କରନ୍ତୁ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande