ଦୀପାବଳି ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଶୁଭେଚ୍ଛା
ଭୁବନେଶ୍ୱର, ୦୮ ନଭେମ୍ବର (ହି.ସ.)। ଆନନ୍ଦ ଓ ଆଲୋକର ପର୍ବ ପବିତ୍ର ଦୀପାବଳି ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆରେ ଏକ ବାର୍ତ୍ତା ଜାରି କରି କହିଛନ୍ତି,
ଦୀପାବଳି


ଭୁବନେଶ୍ୱର, ୦୮ ନଭେମ୍ବର (ହି.ସ.)। ଆନନ୍ଦ ଓ ଆଲୋକର ପର୍ବ ପବିତ୍ର ଦୀପାବଳି

ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ

ଅଭିନନ୍ଦନ ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ ସୋସିଆଲ

ମିଡିଆରେ ଏକ ବାର୍ତ୍ତା ଜାରି କରି କହିଛନ୍ତି, “ଆନନ୍ଦ ଓ ଆଲୋକର ପର୍ବ ଦୀପାବଳି ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ

ଶୁଭେଚ୍ଛା ଓ ଅଭିନନ୍ଦନ।”

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande