ଦୀପାବଳିର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 08 ନଭେମ୍ବର (ହି.ସ.)- ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ଆପଣ ସମସ୍ତଙ୍କୁ ଆଲୋକ ଓ ଆନନ୍ଦର ପବିତ୍ର ପର୍ବ ‘ଦୀପାବ
ଦୀପାବଳି


ଭୁବନେଶ୍ୱର, 08 ନଭେମ୍ବର (ହି.ସ.)- ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି ପୂର୍ବତନ

କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ଏକ୍ସ ହ୍ୟାଣ୍ଡେଲରେ ଏକ

ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ଆପଣ ସମସ୍ତଙ୍କୁ ଆଲୋକ ଓ ଆନନ୍ଦର ପବିତ୍ର ପର୍ବ

‘ଦୀପାବଳି’ର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମା’ ଲକ୍ଷ୍ମୀ ଏବଂ ପ୍ରଭୁ ଶ୍ରୀଗଣେଶଙ୍କ

ନିକଟରେ ପ୍ରାର୍ଥନା କରୁଛି ଯେ,

ସମସ୍ତଙ୍କ ଜୀବନରେ

ସୁଖ, ଶାନ୍ତି, ସମୃଦ୍ଧି ଓ ଉତ୍ତମ

ସ୍ୱାସ୍ଥ୍ୟ ସର୍ବଦା ବଜାୟ ରହୁ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande