
ଭୁବନେଶ୍ୱର, 08 ନଭେମ୍ବର (ହି.ସ.)- ଦୀପାବଳିର ଶୁଭକାମନା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ
ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଆଲୋକର ପର୍ବ
ଦୀପାବଳି ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ଏହି ପବିତ୍ର ପର୍ବ
ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି, ସମୃଦ୍ଧି ଓ ନୂତନ
ଆଶାର ଆଲୋକ ଭରିଦେଉ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା