ଲାଲକୃଷ୍ଣ ଆଡଭାନୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଆଇନ ମନ୍ତ୍ରୀ
ଭୁବନେଶ୍ୱର, 08 ନଭେମ୍ବର (ହି.ସ.)- ଲାଲକୃଷ୍ଣ ଆଡଭାନୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବରିଷ୍ଠ ବିଜେପି ନେତା, ପଦ୍ମ ବିଭୂଷଣ ଓ ଭାରତ ରତ୍ନ ସମ୍ମାନରେ ସମ୍ମାନିତ
ଆଡଭାନୀ


ଭୁବନେଶ୍ୱର, 08 ନଭେମ୍ବର (ହି.ସ.)- ଲାଲକୃଷ୍ଣ ଆଡଭାନୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି

ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ,

ବରିଷ୍ଠ ବିଜେପି ନେତା, ପଦ୍ମ ବିଭୂଷଣ ଓ

ଭାରତ ରତ୍ନ ସମ୍ମାନରେ ସମ୍ମାନିତ ଶ୍ରୀ ଲାଲକୃଷ୍ଣ ଆଡ଼ଭାଣୀ ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ

ଶୁଭେଚ୍ଛା ଓ ଅଭିନନ୍ଦନ।

ରାଷ୍ଟ୍ରୀୟ ଜୀବନ ପ୍ରତି ତାଙ୍କର ଦୀର୍ଘଦିନର ସମର୍ପଣ, ଅନୁଭବ ଓ ଜନସେବାର

ଯାତ୍ରା ଭାରତୀୟ ରାଜନୈତିକ ଇତିହାସର ଏକ ଉଲ୍ଲେଖନୀୟ ଅଧ୍ୟାୟ ହୋଇ ରହିବ। ମହାପ୍ରଭୁ

ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କର ସୁସ୍ଥ, ନିରାମୟ ଓ ଦୀର୍ଘାୟୁ ଜୀବନ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande