
ଭୁବନେଶ୍ୱର,୦୯ ନଭେମ୍ବର (ହି.ସ.) - ବିଏମ୍ ସି ମୁଖ୍ୟାଳୟରେ ସୋମବାର ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ବିଏମ୍ ସି, ଓ ବିଏସସିଏଲ୍ ସଂପର୍କିତ ବିଭିନ୍ନ ଅଭିଯୋଗ ସଂପର୍କରେ ଅଭିଯୋଗକାରୀଙ୍କ ସହ ସିଧାସଳଖ କଥାବାର୍ତା ହୋଇଛନ୍ତି ବିଏମ୍ ସି ଅତିରିକ୍ତ କମିଶନର୍ , ଦୁଇଟି ସଂସ୍ଥାର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ଏହି ଜନ ଶୁଣାଣି ହୋଇଥିଲା ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା