ଆସନ୍ତା ୧୦ ତାରିଖ ସକାଳ ଠାରୁ ୧୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା
ଭୁବନେଶ୍ୱର, ୯ ନଭେମ୍ବର (ହି.ସ.)- ଆଗାମୀ ୭ ଦିନ ମଧ୍ୟରୁ ଦ୍ୱିତୀୟ, ତୃତୀୟ ଓ ଚତୁର୍ଥ ଦିନ ଅର୍ଥାତ୍ ଆସନ୍ତା ୧୦ ତାରିଖ ସକାଳ ଠାରୁ ୧୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ସେହିପରି ପ୍ରଥମ, ପଂଚମ, ଷଷ୍ଠ ଏବଂ ସପ୍ତମ ଦିନ (୯ ତାର
ଆସନ୍ତା ୧୦ ତାରିଖ ସକାଳ ଠାରୁ ୧୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା


ଭୁବନେଶ୍ୱର, ୯ ନଭେମ୍ବର (ହି.ସ.)- ଆଗାମୀ ୭ ଦିନ ମଧ୍ୟରୁ ଦ୍ୱିତୀୟ, ତୃତୀୟ ଓ ଚତୁର୍ଥ ଦିନ ଅର୍ଥାତ୍ ଆସନ୍ତା ୧୦ ତାରିଖ ସକାଳ ଠାରୁ ୧୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି ।

ସେହିପରି ପ୍ରଥମ, ପଂଚମ, ଷଷ୍ଠ ଏବଂ ସପ୍ତମ ଦିନ (୯ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ଏବଂ ୧୩ ତାରିଖ ସକାଳ ଠାରୁ ୧୬ ତାରିଖ ସକାଳ ପର୍ଯ୍ୟନ୍ତ) ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande