କେନ୍ଦ୍ରମନ୍ତ୍ରୀ ଶ୍ରୀ ମୁରଲୀଧର ମୋହୋଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଆଇନ ମନ୍ତ୍ରୀ
ଭୁବନେଶ୍ୱର, 09 ନଭେମ୍ବର (ହି.ସ.)- କେନ୍ଦ୍ରମନ୍ତ୍ରୀ ଶ୍ରୀ ମୁରଲୀଧର ମୋହୋଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, କେନ୍ଦ୍ର ସାଧାରଣ ବିମାନ ଚଳାଚଳ ତ
ମୁରଲୀଧର ମୋହୋଲ


ଭୁବନେଶ୍ୱର, 09 ନଭେମ୍ବର (ହି.ସ.)- କେନ୍ଦ୍ରମନ୍ତ୍ରୀ

ଶ୍ରୀ ମୁରଲୀଧର ମୋହୋଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ

ହରିଚନ୍ଦନ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, କେନ୍ଦ୍ର

ସାଧାରଣ ବିମାନ ଚଳାଚଳ ତଥା ସମବାୟ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ମୁରଲୀଧର ମୋହୋଲ ଜୀଙ୍କୁ ଜନ୍ମଦିନର

ହାର୍ଦ୍ଧିକ ଶୁଭେଚ୍ଛା ଓ ଅଭିନନ୍ଦନ! ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଆପଣଙ୍କର ଦୀର୍ଘ, ନିରାମୟ

ଜୀବନ ସହ ନିରନ୍ତର ସଫଳତା କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande