ଉତ୍ତରାଖଣ୍ଡ ସ୍ଥାପନା ଦିବସରେ ଉତ୍ତରାଖଣ୍ଡବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 09 ନଭେମ୍ବର (ହି.ସ.)- ଉତ୍ତରାଖଣ୍ଡ ସ୍ଥାପନା ଦିବସରେ ଉତ୍ତରାଖଣ୍ଡବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଉତ୍ତରାଖଣ୍ଡ ସ୍ଥାପନା ଦିବସ ଅବସରରେ ଉତ୍ତରାଖଣ୍ଡବାସ
ଉତ୍ତରାଖଣ୍ଡ ସ୍ଥାପନା ଦିବସରେ     ଉତ୍ତରାଖଣ୍ଡବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 09 ନଭେମ୍ବର (ହି.ସ.)- ଉତ୍ତରାଖଣ୍ଡ

ସ୍ଥାପନା ଦିବସରେ ଉତ୍ତରାଖଣ୍ଡବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ

ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଉତ୍ତରାଖଣ୍ଡ ସ୍ଥାପନା

ଦିବସ ଅବସରରେ ଉତ୍ତରାଖଣ୍ଡବାସୀଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ।

ମୁଖ୍ୟମନ୍ତ୍ରୀ କହିଛନ୍ତି

ଯେ, ସମୃଦ୍ଧ ସାଂସ୍କୃତିକ ଐତିହ୍ୟ, ଆଧ୍ୟାତ୍ମିକ ମହତ୍ତ୍ୱ ଏବଂ ମନୋରମ ପ୍ରାକୃତିକ ସୌନ୍ଦର୍ଯ୍ୟରେ

ପରିପୂର୍ଣ୍ଣ ଉତ୍ତରାଖଣ୍ଡ ଦେଶବାସୀଙ୍କ ହୃଦୟରେ ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛି। ରାଜ୍ୟ

ନିରନ୍ତର ବିକାଶ ଓ ସମୃଦ୍ଧିର ପଥରେ ଆଗେଇ ଚାଲୁ,

ଏହାର ଜନସାଧାରଣଙ୍କ ପାଇଁ ନୂତନ ସୁଯୋଗ ସୃଷ୍ଟି ହେବା ସହ ସେମାନଙ୍କ

ଜୀବନଧାରଣର ମାନ ଆହୁରି ଉନ୍ନତ ହେଉ—ଏହା ହିଁ ମୋର କାମନା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande