ବରିଷ୍ଠ ସାମ୍ବାଦିକ ଶିବ ପ୍ରସାଦ ମେହେରଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ
ଭୁବନେଶ୍ୱର,୧୮ ଫେବୃଆରୀ (ହି.ସ.) - ବରିଷ୍ଠ ସାମ୍ବାଦିକ ଶିବ ପ୍ରସାଦ ମେହେରଙ୍କ ଅକାଳ ବିୟୋଗ ଘଟିଛି । ତାଙ୍କ ପରଲୋକରେ ବିଜେପି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଗଭୀର ଶୋକବ୍ୟକ୍ତ କରିଛନ୍ତି । ସ୍ୱର୍ଗତଃ ମେହେର ଜଣେ ନିର୍ଭୀକ, ସ୍ପଷ୍ଟବାଦୀ ଓ ମିଷ୍ଟଭାଷୀ ବ୍ୟକ୍ତିତ୍ୱ ଥିଲେ । ତାଙ୍କ ବିୟୋଗ ସା
jhlkp'


ଭୁବନେଶ୍ୱର,୧୮ ଫେବୃଆରୀ (ହି.ସ.) - ବରିଷ୍ଠ ସାମ୍ବାଦିକ ଶିବ ପ୍ରସାଦ ମେହେରଙ୍କ ଅକାଳ ବିୟୋଗ ଘଟିଛି । ତାଙ୍କ ପରଲୋକରେ ବିଜେପି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଗଭୀର ଶୋକବ୍ୟକ୍ତ କରିଛନ୍ତି ।

ସ୍ୱର୍ଗତଃ ମେହେର ଜଣେ ନିର୍ଭୀକ, ସ୍ପଷ୍ଟବାଦୀ ଓ ମିଷ୍ଟଭାଷୀ ବ୍ୟକ୍ତିତ୍ୱ ଥିଲେ । ତାଙ୍କ ବିୟୋଗ ସାମ୍ବାଦିକତା ଜଗତରେ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି । ସ୍ୱର୍ଗତଃ ମେହେରଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଏଭଳି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗ ଏବଂ ବନ୍ଧୁପରିଜନଙ୍କୁ ଅସୀମ ଧୈର୍ଯ୍ୟ ପ୍ରଦାନ କରିବା ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ପ୍ରାର୍ଥନା କରିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande