
ଭୁବନେଶ୍ୱର, 18 ଫେବ୍ରୁଆରି (ହି.ସ.) ବିରୋଧୀ
ଦଳର ନେତା ନବୀନ ପଟ୍ଟନାୟକ ରାଜ୍ୟରେ +୨
ପରୀକ୍ଷା ଦେଉଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭକାମନା ଜଣାଇଛନ୍ତି ।
ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଯୁକ୍ତ ୨ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀଙ୍କୁ ମୋର
ଆନ୍ତରିକ ଶୁଭେଚ୍ଛା ଜଣାଉଛି। କୌଣସି ମାନସିକ ଚାପରେ ନ ରହି ସମସ୍ତେ ନିଜର ଶ୍ରେଷ୍ଠ ପ୍ରଦର୍ଶନ କରନ୍ତୁ।
ସମସ୍ତଙ୍କ ସଫଳତା କାମନା କରୁଛି।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ