ରାମକୃଷ୍ଣ ପରମହଂସଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 18 ଫେବ୍ରୁଆରି (ହି.ସ.)- ରାମକୃଷ୍ଣ ପରମହଂସଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ମହାନ ଦାର୍ଶନିକ, ଆଧ୍ୟାତ୍ମିକ ଗୁରୁ, ରାମକୃଷ୍ଣ ମିଶନର ପ୍ରତ
ରାମକୃଷ୍ଣ ପରମହଂସଙ୍କ     ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ


ଭୁବନେଶ୍ୱର, 18 ଫେବ୍ରୁଆରି (ହି.ସ.)- ରାମକୃଷ୍ଣ

ପରମହଂସଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ

ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ମହାନ ଦାର୍ଶନିକ, ଆଧ୍ୟାତ୍ମିକ ଗୁରୁ, ରାମକୃଷ୍ଣ ମିଶନର ପ୍ରତିଷ୍ଠାତା ରାମକୃଷ୍ଣ ପରମହଂସଙ୍କ ଜୟନ୍ତୀରେ

ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଉଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande