ଯୁକ୍ତ ଦୁଇ ପରୀକ୍ଷାର୍ଥୀଙ୍କୁ ଶୁଭକାମନା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 18 ଫେବ୍ରୁଆରି (ହି.ସ.)- ଯୁକ୍ତ ଦୁଇ ପରୀକ୍ଷାର୍ଥୀଙ୍କୁ ଶୁଭକାମନା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପରିଚାଳନାରେ ଯୁକ୍ତ ୨ ପରୀକ୍ଷା ଦେଉଥ
ଯୁକ୍ତ ଦୁଇ     ପରୀକ୍ଷାର୍ଥୀଙ୍କୁ ଶୁଭକାମନା ଜଣାଇଲେ ପ୍ରଭାତି ପରିଡା


ଭୁବନେଶ୍ୱର, 18 ଫେବ୍ରୁଆରି (ହି.ସ.)- ଯୁକ୍ତ ଦୁଇ

ପରୀକ୍ଷାର୍ଥୀଙ୍କୁ ଶୁଭକାମନା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ

ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପରିଚାଳନାରେ ଯୁକ୍ତ ୨ ପରୀକ୍ଷା ଦେଉଥିବା ସମସ୍ତ

ପରୀକ୍ଷାର୍ଥୀମାନଙ୍କୁ ଶୁଭକାମନା ଜଣାଉଛି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କର

ସଫଳତା ପାଇଁ ପ୍ରାର୍ଥନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande