
ଭୁବନେଶ୍ୱର, 18 ଫେବ୍ରୁଆରି (ହି.ସ.)- ରାମକୃଷ୍ଣ
ପରମହଂସଙ୍କ ଜୟନ୍ତୀରେ ତାଙ୍କୁ ପ୍ରଣାମ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ
ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ମା’ କାଳୀଙ୍କ ପରମ ଭକ୍ତ ତଥା ବିଶିଷ୍ଟ ସମାଜ ସୁଧାରକ ସ୍ୱାମୀ ରାମକୃଷ୍ଣ
ପରମହଂସଙ୍କ ଜୟନ୍ତୀ ଅବସରରେ କୋଟି କୋଟି ପ୍ରଣାମ ଜଣାଉଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା