କଂଗ୍ରେସ ଗୋଟିଏ ରାଜ୍ୟସଭା ପ୍ରାର୍ଥୀ ଦେବ - ରାମଚନ୍ଦ୍ର କାଡ଼ାମ
ଭୁବନେଶ୍ୱର, 18 ଫେବ୍ରୁଆରି (ହି.ସ.)- ରାଜ୍ୟସଭା ନିର୍ବାଚନ ତାରିଖ ଘୋଷଣା ପରେ ରାମଚନ୍ଦ୍ର କାଡ଼ାମ ପ୍ରତିକ୍ରିୟା ରଖିଛନ୍ତି । ଦଳ ଭିତରୁ ଜଣଙ୍କୁ ପ୍ରାର୍ଥୀ କରିବୁ, ଏକ୍ ହୋଇ ଜିତାଇବାକୁ ଚେଷ୍ଟା କରିବୁ । ନବୀନଙ୍କୁ ଆମ ସଭାପତି ଭେଟିବା ପରେ ଆହୁରି ସ୍ପଷ୍ଟତା ଆସିବ
କଂଗ୍ରେସ ଗୋଟିଏ ରାଜ୍ୟସଭା     ପ୍ରାର୍ଥୀ ଦେବ - ରାମଚନ୍ଦ୍ର କାଡ଼ାମ


ଭୁବନେଶ୍ୱର, 18 ଫେବ୍ରୁଆରି (ହି.ସ.)- ରାଜ୍ୟସଭା

ନିର୍ବାଚନ ତାରିଖ ଘୋଷଣା ପରେ ରାମଚନ୍ଦ୍ର କାଡ଼ାମ ପ୍ରତିକ୍ରିୟା ରଖିଛନ୍ତି । ଦଳ ଭିତରୁ

ଜଣଙ୍କୁ ପ୍ରାର୍ଥୀ କରିବୁ, ଏକ୍ ହୋଇ ଜିତାଇବାକୁ ଚେଷ୍ଟା କରିବୁ । ନବୀନଙ୍କୁ ଆମ ସଭାପତି ଭେଟିବା ପରେ ଆହୁରି

ସ୍ପଷ୍ଟତା ଆସିବ । ବିଜେଡି ସମର୍ଥନ ପାଇଁ ପ୍ରୟାସ କରିବାରେ କିଛି ଅସୁବିଧା ନାହିଁ । ମିଳିତ

ପ୍ରାର୍ଥୀ ପାଇଁ ପ୍ରୟାସ କରିବାରେ ବି କିଛି ଅସୁବିଧା ନାହିଁ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande