ଆଗାମୀ ୪ରୁ ୫ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା) ୨ରୁ ୪ ଡ଼ିଗ୍ରୀ ବୃଦ୍ଧି ପାଇବ
ଭୁବନେଶ୍ୱର, ୧୯ ଫେବୃଆରୀ (ହି.ସ.)- ଆଗାମୀ ୪ରୁ ୫ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା) ୨ରୁ ୪ ଡ଼ିଗ୍ରୀ ବୃଦ୍ଧି ପାଇବ । ଏବଂ ଏହାପରେ ମଧ୍ୟ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା) ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷର
ଆଗାମୀ ୪ରୁ ୫ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା) ୨ରୁ ୪ ଡ଼ିଗ୍ରୀ ବୃଦ୍ଧି ପାଇବ


ଭୁବନେଶ୍ୱର, ୧୯ ଫେବୃଆରୀ (ହି.ସ.)- ଆଗାମୀ ୪ରୁ ୫ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା) ୨ରୁ ୪ ଡ଼ିଗ୍ରୀ ବୃଦ୍ଧି ପାଇବ । ଏବଂ ଏହାପରେ ମଧ୍ୟ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା) ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande