ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ : ୨୩ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ହାଲୁକା ବର୍ଷା ଓ ଥଣ୍ଡା ପାଗ ଅନୁଭୂତ ହୋଇପାରେ
ଭୁବନେଶ୍ୱର, ୧୯ ଫେବୃଆରୀ (ହି.ସ.)- ଆଗାମୀ ୪ ଦିନ ଅର୍ଥାତ୍ ଆସନ୍ତା ୨୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଏହାର ପରବର୍ତୀ ୨ ଦିନ ଅର୍ଥାତ୍ ୨୩ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ହାଲୁକା ବର୍ଷା ଓ ଥଣ୍ଡା ପାଗ ଅନୁଭ
ଆଗାମୀ ୭ ଦିନ ଅର୍ଥାତ୍ ୨୬ ତାରିଖ ସକାଳ ପର୍ଯ୍ୟନ୍ତ ବର୍ଷା ନେଇ କୌଣସି ଚେତାବନୀ ନାହିଁ


୨୩ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ହାଲୁକା ବର୍ଷା ଓ ଥଣ୍ଡା ପାଗ ଅନୁଭୂତ ହୋଇପାରେ-୨


୨୩ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ହାଲୁକା ବର୍ଷା ଓ ଥଣ୍ଡା ପାଗ ଅନୁଭୂତ ହୋଇପାରେ


ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ


ଭୁବନେଶ୍ୱର, ୧୯ ଫେବୃଆରୀ (ହି.ସ.)- ଆଗାମୀ ୪ ଦିନ ଅର୍ଥାତ୍ ଆସନ୍ତା ୨୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଏହାର ପରବର୍ତୀ ୨ ଦିନ ଅର୍ଥାତ୍ ୨୩ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ହାଲୁକା ବର୍ଷା ଓ ଥଣ୍ଡା ପାଗ ଅନୁଭୂତ ହୋଇପାରେ । ୨୫ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ସୁଦ୍ଧା ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ ।

ଅନ୍ୟପକ୍ଷରେ ଆଗାମୀ ୭ ଦିନ ଅର୍ଥାତ୍ ୨୬ ତାରିଖ ସକାଳ ପର୍ଯ୍ୟନ୍ତ ବର୍ଷା ନେଇ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande