
ଭୁବନେଶ୍ୱର, 19 ଫେବ୍ରୁଆରି (ହି.ସ.)- ସ୍ଵାଧୀନତା
ସଂଗ୍ରାମୀ ଗୋପାଳ କୃଷ୍ଣ ଗୋଖଲେଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ
ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ମହାନ ସ୍ଵାଧୀନତା
ସଂଗ୍ରାମୀ ଗୋପାଳ କୃଷ୍ଣ ଗୋଖଲେଙ୍କ ଶ୍ରାଦ୍ଧବାର୍ଷିକୀରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା