ଦଶମ ବୋର୍ଡ ପରୀକ୍ଷାର୍ଥୀଙ୍କୁ ଶୁଭକାମନା ଜଣାଇଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 19 ଫେବ୍ରୁଆରି (ହି.ସ.)- ଦଶମ ବୋର୍ଡ ପରୀକ୍ଷାର୍ଥୀଙ୍କୁ ଶୁଭକାମନା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ଦଶମ ବୋର୍ଡ ପରୀକ୍ଷା ଦେଉଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ମୋର ଶୁଭେଚ୍ଛା ଜଣାଉଛି
ଶୁଭେଚ୍ଛା


ଭୁବନେଶ୍ୱର, 19 ଫେବ୍ରୁଆରି (ହି.ସ.)- ଦଶମ ବୋର୍ଡ

ପରୀକ୍ଷାର୍ଥୀଙ୍କୁ ଶୁଭକାମନା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ

ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ଦଶମ ବୋର୍ଡ ପରୀକ୍ଷା ଦେଉଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ

ମୋର ଶୁଭେଚ୍ଛା ଜଣାଉଛି। ପରୀକ୍ଷା ଜୀବନର ମାପକାଠି ନୁହେଁ। ସମସ୍ତେ ଚାପମୁକ୍ତ ହୋଇ ନିଜର

ଶ୍ରେଷ୍ଠ ପ୍ରଦର୍ଶନ କରନ୍ତୁ। ସଭିଙ୍କ ସଫଳତା କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande