
ଭୁବନେଶ୍ୱର, ୨୦ ଫେବୃଆରୀ (ହି.ସ.)- ଆଗାମୀ ୩ରୁ ୪ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା) ଧିରେ ଧିରେ ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହାପରେ ମଧ୍ୟ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା) ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ