
ଭୁବନେଶ୍ୱର, ୨୦ ଫେବୃୟାରୀ (ହି.ସ) - ଓଡ଼ିଶା ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୨୦୨୬-୨୭ ଆର୍ôଥକବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି। ବଜେଟକୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କଟାକ୍ଷ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବଜେଟ ଉପସ୍ଥାପନ ପରେ ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କହିଛନ୍ତି, ରୋଷେଇ ଘର ନାହିଁ, ହେଲେ ଖାଦ୍ୟ ମେନୁ ମାଳ ମାଳ ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା