ମାଟ୍ରିକ ପରୀକ୍ଷାରେ ୧୨ ହଜାର ପରୀକ୍ଷାର୍ଥୀ ଅନୁପସ୍ଥିତ ରହିବା ନେଇ ତର୍ଜମା କରାଯାଉଛି - ମନ୍ତ୍ରୀ
ଭୁବନେଶ୍ୱର, ୨୦ ଫେବୃୟାରୀ (ହି.ସ)- ମାଟ୍ରିକ ପରୀକ୍ଷାରେ ୧୨ ହଜାର ପରୀକ୍ଷାର୍ଥୀ ଅନୁପସ୍ଥିତ ରହିବା ପ୍ରସଙ୍ଗରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପ୍ରତିକ୍ରିୟା ରଖି କହିଛନ୍ତି ଯେ ଏତେ ସଂଖ୍ୟାରେ ଛାତ୍ରଛାତ୍ରୀ କାହିଁକି ଅନୁପସ୍ଥିତ ରହିଲେ ସେନେଇ ତର୍ଜମା କରାଯାଉଛି। ବିଭାଗୀୟ ତ୍ରୁଟି ନାହିଁ
nityanand gond


ଭୁବନେଶ୍ୱର, ୨୦ ଫେବୃୟାରୀ (ହି.ସ)- ମାଟ୍ରିକ ପରୀକ୍ଷାରେ ୧୨ ହଜାର ପରୀକ୍ଷାର୍ଥୀ ଅନୁପସ୍ଥିତ ରହିବା ପ୍ରସଙ୍ଗରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପ୍ରତିକ୍ରିୟା ରଖି କହିଛନ୍ତି ଯେ ଏତେ ସଂଖ୍ୟାରେ ଛାତ୍ରଛାତ୍ରୀ କାହିଁକି ଅନୁପସ୍ଥିତ ରହିଲେ ସେନେଇ ତର୍ଜମା କରାଯାଉଛି। ବିଭାଗୀୟ ତ୍ରୁଟି ନାହିଁ, ସେମାନେ ବ୍ୟକ୍ତିଗତ କାରଣରୁ ଅନୁପସ୍ଥିତ ରହିଛନ୍ତି। ସରକାର୍ ଡ୍ରପ୍ ଆଉଟ୍ ରୋକିବାକୁ ସବୁ ପଦକ୍ଷେପ ନେଇଛନ୍ତି ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande