ଆଗାମୀ ୨ରୁ ୩ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା) ଧିରେ ଧିରେ ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା
ଭୁବନେଶ୍ୱର, ୨୧ ଫେବୃଆରୀ (ହି.ସ.)- ଆଗାମୀ ୨ରୁ ୩ ଦିନ ମଧ୍ୟରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା) ଧିରେ ଧିରେ ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏବଂ ଏହାପରେ ମଧ୍ୟ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା) ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଭୁବନ
ଆଗାମୀ ୨ରୁ ୩ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା) ଧିରେ ଧିରେ ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା


ଭୁବନେଶ୍ୱର, ୨୧ ଫେବୃଆରୀ (ହି.ସ.)- ଆଗାମୀ ୨ରୁ ୩ ଦିନ ମଧ୍ୟରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା) ଧିରେ ଧିରେ ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏବଂ ଏହାପରେ ମଧ୍ୟ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା) ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande