ଆଗାମୀ ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ : ୨୩ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଝଡ଼ ସମ୍ଭାବନା
ଭୁବନେଶ୍ୱର, ୨୧ ଫେବୃଆରୀ (ହି.ସ.)- ଆଗାମୀ ୨ ଦିନ ଅର୍ଥାତ୍ ଆସନ୍ତା ୨୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଏହାର ପରବର୍ତୀ ୨ ଦିନ ଅର୍ଥାତ୍ ୨୩ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ
୨୫ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ସୁଦ୍ଧା ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ


୨୩ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଝଡ଼ ର ସମ୍ଭାବନା-୨


୨୩ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଝଡ଼ ର ସମ୍ଭାବନା


ଆଗାମୀ ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ


ଭୁବନେଶ୍ୱର, ୨୧ ଫେବୃଆରୀ (ହି.ସ.)- ଆଗାମୀ ୨ ଦିନ ଅର୍ଥାତ୍ ଆସନ୍ତା ୨୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଏହାର ପରବର୍ତୀ ୨ ଦିନ ଅର୍ଥାତ୍ ୨୩ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଝଡ଼ ର ସମ୍ଭାବନା ରହିଛି ।

ସେହିପରି ୨୫ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ସୁଦ୍ଧା ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande