ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୫- ୨୬ ଆବେଦନ ଫେବୃୟାରୀ 28 ଯାଏ ବୃଦ୍ଧି
ଭୁବନେଶ୍ୱର, 21 ଫେବ୍ରୁଆରି (ହି.ସ.)- ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୫- ୨୬ ଅଧୀନରେ ସମସ୍ତ ପୁରସ୍କାର ପାଇଁ ଆବେଦନ ସମୟସୀମା ୨୮ ଫେବୃଆରୀ ୨୦୨୬ ଯାଏଁ ବୃଦ୍ଧି ହୋଇଛି। ଯୋଗ୍ୟ ଆବେଦନକାରୀ ୱେବସାଇଟକୁ ଯାଇ ଆବେଦନ କରିପାରିବେ। ଜିଲ୍ଲା ଶିକ୍ଷ
ସିଏମ ଆୱାର୍ଡ


ଭୁବନେଶ୍ୱର, 21 ଫେବ୍ରୁଆରି (ହି.ସ.)- ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୫-

୨୬ ଅଧୀନରେ ସମସ୍ତ ପୁରସ୍କାର ପାଇଁ ଆବେଦନ ସମୟସୀମା ୨୮ ଫେବୃଆରୀ ୨୦୨୬ ଯାଏଁ ବୃଦ୍ଧି

ହୋଇଛି। ଯୋଗ୍ୟ ଆବେଦନକାରୀ ୱେବସାଇଟକୁ ଯାଇ

ଆବେଦନ କରିପାରିବେ। ଜିଲ୍ଲା ଶିକ୍ଷା ଅଧିକାରୀ ଓ ବ୍ଲକ୍ ଶିକ୍ଷା ଅଧିକାରୀଙ୍କ ପାଇଁ ଆବେଦନରେ

କୋହଳ l ପୂର୍ବ କାର୍ଯ୍ୟରତ ଜିଲ୍ଲା ଓ ବ୍ଲକରେ ୩୧ ମାର୍ଚ୍ଚ, ୨୦୨୪ ଭିତରେ ଯୋଗ ଦେଇଥିଲେ ଆବେଦନ କରିପାରିବେ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande