ଆଚାର୍ଯ୍ୟ ହରିହର ଦାସଙ୍କ ସ୍ମରଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 21 ଫେବ୍ରୁଆରି (ହି.ସ.)- ଆଚାର୍ଯ୍ୟ ହରିହର ଦାସଙ୍କ ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ପଞ୍ଚସଖାଙ୍କ ମଧ୍ୟରେ ଅନ୍ୟତମ ଆଚାର୍ଯ୍ୟ
ହରିହର


ଭୁବନେଶ୍ୱର, 21 ଫେବ୍ରୁଆରି (ହି.ସ.)- ଆଚାର୍ଯ୍ୟ

ହରିହର ଦାସଙ୍କ ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ

ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା

ପଞ୍ଚସଖାଙ୍କ ମଧ୍ୟରେ ଅନ୍ୟତମ ଆଚାର୍ଯ୍ୟ ହରିହର ଦାସଙ୍କ ପୁଣ୍ୟତିଥିରେ ଭକ୍ତିପୂତ

ଶ୍ରଦ୍ଧାଞ୍ଜଳି । ଜନସେବା ପ୍ରତି ତାଙ୍କର ନିଷ୍ଠା ଓ ଆଦର୍ଶ ଚିରକାଳ ଆମ ପାଇଁ ପ୍ରେରଣାର ଉତ୍ସ

ହୋଇ ରହିବ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande