
ଭୁବନେଶ୍ୱର, 21 ଫେବ୍ରୁଆରି (ହି.ସ.)- ଆଚାର୍ଯ୍ୟ
ହରିହର ଦାସଙ୍କୁ ନମନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ
ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ଆଚାର୍ଯ୍ୟ ହରିହର
ଦାସଙ୍କ ପୁଣ୍ୟତିଥିରେ ବିନମ୍ର ଶ୍ରଦ୍ଧାଞ୍ଜଳି|
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା