ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 21 ଫେବ୍ରୁଆରି (ହି.ସ.)- ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଛତିଶଗଡମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏଙ୍କୁ ଜନ୍ମଦିର ଶୁଭେଚ୍ଛା
ବିଷ୍ଣୁଦେବ ସାଏ


ଭୁବନେଶ୍ୱର, 21 ଫେବ୍ରୁଆରି (ହି.ସ.)- ଛତିଶଗଡ

ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ

। ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଛତିଶଗଡମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ

ସାଏଙ୍କୁ ଜନ୍ମଦିର ଶୁଭେଚ୍ଛା । ଆପଣଙ୍କ ଉତମ ସ୍ୱାସ୍ଥ୍ୟ, ଖୁସୀ ଓ ଲୋକଙ୍କ ସେବାରେ ସୁଦୀର୍ଘ

ଜୀବନ କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande