କାଚ ବୋତଲରେ ମିଳିବନି ମଦ
ଭୁବନେଶ୍ୱର, 21 ଫେବ୍ରୁଆରି (ହି.ସ.)- ଏଣିକି କାଚ ବୋତଲରେ ମିଳିବ ନାହିଁ ମଦ । ଫ୍ରୁଟି ପ୍ୟାକେଟ୍ ଭଳି ମୋଟା କାଗଜ ଖୋଳରେ ମିଳିବ ମଦ । କାଚ ବୋତଲର ପରିବର୍ତ୍ତେ ଟେଟ୍ରା ପ୍ୟାକ୍ ବ୍ୟବହାର କରାଯିବ । ଅବକାରୀ ନୀତି ଅନୁସାରେ କାଚ ବୋତଲର ପରିବର୍ତ୍ତେ
କାଚ ବୋତଲରେ ମିଳିବନି ମଦ


ଭୁବନେଶ୍ୱର, 21 ଫେବ୍ରୁଆରି (ହି.ସ.)- ଏଣିକି କାଚ

ବୋତଲରେ ମିଳିବ ନାହିଁ ମଦ । ଫ୍ରୁଟି ପ୍ୟାକେଟ୍

ଭଳି ମୋଟା କାଗଜ ଖୋଳରେ ମିଳିବ ମଦ । କାଚ ବୋତଲର ପରିବର୍ତ୍ତେ ଟେଟ୍ରା ପ୍ୟାକ୍ ବ୍ୟବହାର

କରାଯିବ ।

ଅବକାରୀ ନୀତି ଅନୁସାରେ

କାଚ ବୋତଲର ପରିବର୍ତ୍ତେ ଟେଟ୍ରା ପ୍ୟାକ୍ ବ୍ୟବହାରକୁ ଅନୁମତି ଦିଆଯାଇଛି, ଯାହା ପରିବେଶ ସୁରକ୍ଷା ପାଇଁ ଅନୁକୂଳ ମଧ୍ୟ ଅଟେ

। ଏହା ସହିତ, ପରିବେଶ ସୁରକ୍ଷାର ଦୃଷ୍ଟିକୋଣରୁ ସରକାର ସମସ୍ତ

ସମ୍ପୃକ୍ତ ସଂସ୍ଥା/ବ୍ୟକ୍ତି ମାନଙ୍କୁ କାଚ ବୋତଲର ପୁନଃ ବ୍ୟବହାର (ରିସାଇକ୍ଲି) ପାଇଁ

ଉତ୍ସାହିତ କରୁଛି । ବିଧାୟକ ସନା ମହାକୁଡ଼ଙ୍କ ପ୍ରଶ୍ନରେ ଉତ୍ତର ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ

ହରିଚନ୍ଦନ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande