
ଭୁବନେଶ୍ୱର, 21 ଫେବ୍ରୁଆରି (ହି.ସ.)- ଛତିଶଗଡ
ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ।
ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଛତିଶଗଡ ମୁଖ୍ୟମନ୍ତ୍ରୀ ଶ୍ରୀ
ବିଷ୍ଣୁଦେବ ସାଏଙ୍କୁ ଜନ୍ମଦିର ଶୁଭେଚ୍ଛା । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆପଣଙ୍କୁ ସୁଦୀର୍ଘ
ଜୀବନ, ଉତମ ସ୍ୱାସ୍ଥ୍ୟ ଓ ଲୋକଙ୍କ ସେବାରେ ସୁଦୃଢତା ପ୍ରଦାନ କରନ୍ତୁ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା