
ଭୁବନେଶ୍ୱର, ୨୪ ଫେବୃଆରୀ (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା(ରାତି ତାପମାତ୍ରା) ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି । ଏହାପରେ ମଧ୍ୟ ସର୍ବନିମ୍ନ ତାପମାତ୍ରା(ରାତି ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ