
ଭୁବନେଶ୍ୱର, 24 ଫେବ୍ରୁଆରି (ହି.ସ.)- କାନ୍ତକବି
ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ
ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ମହାନ ସାହିତ୍ୟ ସାଧକ ତଥା ‘ବନ୍ଦେ ଉତ୍କଳ ଜନନୀ’ର ରଚୟିତା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ପୁଣ୍ୟତିଥିରେ
ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା