ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ
ଖୋର୍ଦ୍ଧା , 25 ଫେବ୍ରୁଆରି (ହି.ସ.) ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳ ଅଧୀନସ୍ଥ ନରମାନବି ଗ୍ରାମର ବାବୁଲି ପରିଡା (୪୫) । ସୁଚନା ମୁତାବକ ବାବୁଲି ଶୌଚ ହେବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଯାଇ ଆକ୍ରମଣର ଶିକାର ହୋଇଥିଲେ। ଫଳ
ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ


ଖୋର୍ଦ୍ଧା , 25 ଫେବ୍ରୁଆରି (ହି.ସ.) ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳ ଅଧୀନସ୍ଥ ନରମାନବି ଗ୍ରାମର ବାବୁଲି ପରିଡା (୪୫) । ସୁଚନା ମୁତାବକ ବାବୁଲି ଶୌଚ ହେବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଯାଇ ଆକ୍ରମଣର ଶିକାର ହୋଇଥିଲେ। ଫଳରେ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି।

---------------

ହିନ୍ଦୁସ୍ଥାନ ସମାଚାର / ରାକେଶ


 rajesh pande