
ଭୁବନେଶ୍ୱର, 25 ଫେବ୍ରୁଆରି (ହି.ସ.)- ପୂର୍ବତନ
ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ
ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ
ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ପୁଣ୍ୟତିଥିରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା