କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 25 ଫେବ୍ରୁଆରି (ହି.ସ.)- କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଢେଙ୍କାନାଳର ଲୋକପ୍ରିୟ ବିଧାୟକ ତଥା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା
କୃଷ୍ଣ ପାତ୍ର


ଭୁବନେଶ୍ୱର, 25 ଫେବ୍ରୁଆରି (ହି.ସ.)- କୃଷ୍ଣଚନ୍ଦ୍ର

ପାତ୍ରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ

ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଢେଙ୍କାନାଳର ଲୋକପ୍ରିୟ ବିଧାୟକ ତଥା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ

ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ଜନ୍ମଦିନର ଶୁଭ ଅବସରରେ

ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା ଜଣାଉଛି ।

ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ବାବା ଚନ୍ଦ୍ରଶେଖରଙ୍କ କୃପାରୁ ଆପଣ ସୁସ୍ଥ ଓ ନିରୋଗ ରହି

ଜନସେବାରେ ବ୍ରତୀ ରୁହନ୍ତୁ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande