ଦେଶି ମଦ ଚାଲାଣ ବେଳେ ଚଢଉ, ଜଣେ ଗିରଫ
ଜୟପୁର, ୨୬ ଫେବୃଆରୀ (ହି.ସ.)- ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ପକ୍ଷରୁ ଆଜି ଚଢଉ କରି ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତ ଜଣକ ହେଲା ବୈରାଗିମଠ ଗ୍ରାମର ଗୋପାଳ ଟାକରି । ସୂଚନା ଅନୁଯାୟୀ, ଦେଶି ମଦ ଚାଲାଣ ସୂଚନା ପାଇ ଜୟପୁର ଅବକାରି ଥାନା ବୈରାଗିମଠ ଗ୍ରାମ ରାସ୍
ଦେଶି ମଦ ଚାଲାଣ ବେଳେ ଚଢାଉ, ଜଣେ ଗିରଫ


ଜୟପୁର, ୨୬ ଫେବୃଆରୀ (ହି.ସ.)- ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ପକ୍ଷରୁ ଆଜି ଚଢଉ କରି ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତ ଜଣକ ହେଲା ବୈରାଗିମଠ ଗ୍ରାମର ଗୋପାଳ ଟାକରି । ସୂଚନା ଅନୁଯାୟୀ, ଦେଶି ମଦ ଚାଲାଣ ସୂଚନା ପାଇ ଜୟପୁର ଅବକାରି ଥାନା ବୈରାଗିମଠ ଗ୍ରାମ ରାସ୍ତାରେ ଚଢଉ କରି ଅଭିଯୁକ୍ତକୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଠାରୁ ୧୦ ଲିଟର ଦେଶି ମଦ ଜବତ କରି କୋର୍ଟଚାଲାଣ କରିଥିବା ବିଷୟ ଜୟପୁର ଅବକାରି ଥାନା ଓଆଇସି ସୁବ୍ରତ କେଶୋରି ହିରନ ସୂଚନା ଦେଇଛନ୍ତି ।

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande