ଆଗାମୀ ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିପାରେ : ଆଗାମୀ ୭ ଦିନ ବର୍ଷା ନେଇ କୌଣସି ଚେତାବନୀ ନାହିଁ
ଭୁବନେଶ୍ୱର, ୨୬ ଫେବୃଆରୀ (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ଆସନ୍ତା ମାର୍ଚ୍ଚ ୫ ତାରିଖ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ରହିଛି । ସେହିପରି ଆଗାମୀ ୭ ଦିନ ପାଇଁ ବର୍ଷା ନେଇ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍
ଆଗାମୀ ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିପାରେ : ଆଗାମୀ ୭ ଦିନ ବର୍ଷା ନେଇ କୌଣସି ଚେତାବନୀ ନାହିଁ


ଭୁବନେଶ୍ୱର, ୨୬ ଫେବୃଆରୀ (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ଆସନ୍ତା ମାର୍ଚ୍ଚ ୫ ତାରିଖ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ରହିଛି ।

ସେହିପରି ଆଗାମୀ ୭ ଦିନ ପାଇଁ ବର୍ଷା ନେଇ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande